?????

ନବ ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଝାରସୁଗୁଡା: ସ୍ବାସ୍ଥ୍ୟମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ପ୍ରାଣ ହରାଇଛନ୍ତି। ଗୁଳି ମାଡରେ ଆହତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ମୃତ୍ୟୁରେ ଆଜି ସାରା ଓଡିଶା ସମେତ ସାରା ଦେଶ ସ୍ବବ୍ଧ ହୋଇଯାଇଛି।

ନବ ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପିର ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା, ବରଗଡ ସାଂସଦ ସୁରେଶ ପୂଜାରୀ ଭଳି ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

 

Related Articles

Leave a Reply

Back to top button
error: Content is protected !!